Wed. Sep 23rd, 2020

ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଜେଡିୟୁ ସାଂସଦ ହରିବଂଶ ସିଂହ

1 min read
Spread the love

ନୂଆଦିଲ୍ଲୀ: ଆଜି ଠାରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିବସରେ ଜନତା ଦଳ ୟୁନାଇଟେଡ୍‌ (ଜେଡିୟୁ)ର ସାଂସଦ ହରିବଂଶ ସିଂହ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ଦ୍ୱିତୀୟ ଥର ପାଇଁ ବିଧିବଦ୍ଧ ଭାବେ ନିର୍ବାଚିତ ହୋଇଛନ୍ତି। ହରିବଂଶ ସିଂହ ବିଧିବଦ୍ଧ ଭାବେ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ବୋଲି ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଏମ ଭେଙ୍କାୟା ନାଇଡୁ ଆଜି (ସୋମବାର) ଅପରାହ୍ନରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି।

ନୂଆଦିଲ୍ଲୀ: ଆଜି ଠାରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିବସରେ ଜନତା ଦଳ ୟୁନାଇଟେଡ୍‌ (ଜେଡିୟୁ)ର ସାଂସଦ ହରିବଂଶ ସିଂହ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ଦ୍ୱିତୀୟ ଥର ପାଇଁ ବିଧିବଦ୍ଧ ଭାବେ ନିର୍ବାଚିତ ହୋଇଛନ୍ତି। ହରିବଂଶ ସିଂହ ବିଧିବଦ୍ଧ ଭାବେ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ବୋଲି ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଏମ ଭେଙ୍କାୟା ନାଇଡୁ ଆଜି(ସୋମବାର) ଅପରାହ୍ନରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସଂସଦରେ ହରିବଂଶ ଜୀ ଯେପରି ଦାୟିତ୍ୱପୂର୍ଣ୍ଣ ଓ ପ୍ରତିବଦ୍ଧତାର ସହ ନିଜର କର୍ତ୍ତବ୍ୟ ସଂପାଦନ କରିଛନ୍ତି ତାହା ପ୍ରଶଂସନୀୟ।