Monday, January 26, 2026
  • ଓଡ଼ିଆ
WhatsApp chat
Daily Odia Samachar
  • Home
  • Business
  • Politics
  • Sports
  • Entertainment
  • Education
  • Lifestyle
  • Health
  • Live
No Result
View All Result
  • Home
  • Business
  • Politics
  • Sports
  • Entertainment
  • Education
  • Lifestyle
  • Health
  • Live
No Result
View All Result
Daily Odia Samachar
No Result
View All Result
Home Education

ଖୋଲିବ ୧୮ଟି ଡିଗ୍ରୀ କଲେଜ, ଆସନ୍ତା ସପ୍ତାହରେ ୧ ହଜାର ୫୬ ଜଣ ଅଧ୍ୟାପକଙ୍କ ନିଯୁକ୍ତି: ଉଚ୍ଚଶିକ୍ଷା ମନ୍ତ୍ରୀ

Sanjay Kumar by Sanjay Kumar
February 18, 2024
in Education, News
0
ଖୋଲିବ ୧୮ଟି ଡିଗ୍ରୀ କଲେଜ, ଆସନ୍ତା ସପ୍ତାହରେ ୧ ହଜାର ୫୬ ଜଣ ଅଧ୍ୟାପକଙ୍କ ନିଯୁକ୍ତି: ଉଚ୍ଚଶିକ୍ଷା ମନ୍ତ୍ରୀ
0
SHARES
38
VIEWS
Share on FacebookShare on Twitter

ରାଜ୍ୟରେ ଆହୁରି ୧୮ଟି ସରକାରୀ ଡିଗ୍ରୀ କଲେଜ ପ୍ରତିଷ୍ଠା ହେବ। ଚଳିତ ଶିକ୍ଷାବର୍ଷଠାରୁ ଏହି ଡିଗ୍ରୀ ‌କଲେଜଗୁଡ଼ିକ କାର୍ଯ୍ୟକ୍ଷମ ହେବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ୫ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ନିଜ ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଲୋକମାନେ ତାଙ୍କୁ ଅନୁରୋଧ କରିଥିଲେ, ଯାହାକୁ ଭିତ୍ତି କରି ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ଆସନ୍ତା ସପ୍ତାହରେ ୧ ହଜାର ୫୬ ଜଣ ଅଧ୍ୟାପକଙ୍କୁ ଷ୍ଟାଫ୍ ସିଲେକ୍ସନ ବୋର୍ଡ ଜରିଆରେ ନିଯୁକ୍ତି ଦିଆଯିବ।

ମନ୍ତ୍ରୀ ଶ୍ରୀ ନାୟକ କହିଛନ୍ତି ଯେ, ୨୦୦୦ ମସିହାରେ ଓଡ଼ିଶାରେ ୫୪୮ଟି ଡିଗ୍ରୀ କଲେଜ ଥିଲା। ଏବେ ଏହା ୧ ହଜାର ୪୦ରେ ପହଞ୍ଚିଛି। ବିଶ୍ବବିଦ୍ୟାଳୟ ସଂଖ୍ୟା ୫ରୁ ବୃଦ୍ଧି ପାଇ ୨୪ରେ ପହଞ୍ଚିଛି, ଯେଉଁଥିରେ ୧୭ଟି ସରକାରୀ ଓ ୭ଟି ବେସରକାରୀ ସାମିଲ ଅଛି। କିଛି ଦିନ ପୂର୍ବରୁ ପୁରୀର ସତ୍ୟବାଦୀରେ ଓଡ଼ିଆ ବିଶ୍ବବିଦ୍ୟାଳୟ ସ୍ଥାପନ ହୋଇଛି। ରାଜ୍ୟରେ ୨୧ଟି ଫଣ୍ଡାମେଣ୍ଟାଲ ରିସର୍ଚ୍ଚ ସେଣ୍ଟର ଅଫ୍ ଏକ୍ସଲେନ୍ସ ମଧ୍ୟ ଖୋଲାଯାଇଛି। କଲେଜଗୁଡ଼ିକର ସ୍ଥାୟୀ ଭିତ୍ତଭୂମି ନିର୍ମାଣ ହୋଇଥିବାରୁ ଛାତ୍ରଛାତ୍ରୀ ସ୍ମାର୍ଟ କ୍ଲାସରୁମ ଓ ପ୍ରୟୋଗଶାଳାର ସୁବିଧା ପାଇପାରିବେ। ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ମାଧ୍ୟମରେ ଛାତ୍ରଛାତ୍ରୀ ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି, ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା, କଳିଙ୍ଗ ଶିକ୍ଷା ସାଥୀ ଯୋଜନା ଆଦିର ଲାଭ ନେଇପାରିବେ।

ସେହିପରି ବିଜୁ ଯୁବ ସଶକ୍ତିକରଣ ଯୋଜନା, ଗ୍ରୀନ୍ ପ୍ୟାସେଜ୍ ଯୋଜନା, ମାଗଣା ସିଭିଲ୍ ସର୍ଭିସ କୋଚିଂ ଭଳି ବିଭିନ୍ନ ଯୋଜନା କରାଯାଇଛି। ମୋ କଲେଜ ଅଭିଯାନ ଅଧୀନରେ ବହୁ ପୁରାତନ ଛାତ୍ରଛାତ୍ରୀ କଲେଜ ସହ ଯୋଡ଼ି ହୋଇ ଯୁବପିଢ଼ିଙ୍କୁ ମାର୍ଗଦର୍ଶନ କରାଉଛନ୍ତି। କଲେଜଗୁଡ଼ିକରେ ଖାଲିଥିବା ପଦବି ପୂରଣ ଲାଗି ଅଧ୍ୟାପକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ୨୦୨୨-୨୩ ଶିକ୍ଷାବର୍ଷରେ ୪୬୭ ଜଣ ନିଯୁକ୍ତି ପାଇଥିବା ବେଳେ ୨୦୨୩-୨୪ରେ ୧ ହଜାର ୩୩ ଜଣ ମନୋନୀତ ହୋଇଛନ୍ତି। ଲାପଟପ ଯୋଜନା ଦ୍ବାରା ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ସିଧାସଳଖ ୩୦ ହଜାର ଟଙ୍କା ପଠା ଯାଉଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ନାୟକ ସୂଚନା ଦେଇଛନ୍ତି।

Previous Post

୩ୟ ଟେଷ୍ଟ: ଭାରତର ସବୁଠୁ ବଡ଼ ଟେଷ୍ଟ ବିଜୟ, ଇଂଲଣ୍ଡକୁ ୪୩୪ ରନରେ ହରାଇଲା

Next Post

୩ ବର୍ଷ ମଧ୍ୟରେ କାର୍ଯ୍ୟକ୍ଷମ ହେବ ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର

Sanjay Kumar

Sanjay Kumar

Next Post
୩ ବର୍ଷ ମଧ୍ୟରେ କାର୍ଯ୍ୟକ୍ଷମ ହେବ ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର

୩ ବର୍ଷ ମଧ୍ୟରେ କାର୍ଯ୍ୟକ୍ଷମ ହେବ ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର

  • Trending
  • Comments
  • Latest
Dr. Abinash Samal is on the Business Power List 2020

Dr. Abinash Samal is on the Business Power List 2020

January 3, 2021
The Son of a Laborer is an ISRO Scientist

The Son of a Laborer is an ISRO Scientist

June 18, 2021
Class 10 Physical Science Chapter 1 Odia medium

Class 10 Physical Science Chapter 1 Odia medium

August 23, 2022
What sound is coming from space? You will be surprised to hear

What sound is coming from space? You will be surprised to hear

August 23, 2022
Modi breaks Vajpayee’s record

Modi breaks Vajpayee’s record

0
The Reserve Bank will provide Rs 56,000 crore to the Center

The Reserve Bank will provide Rs 56,000 crore to the Center

0
Mother’s Home Delivery can start with Flipkart

Mother’s Home Delivery can start with Flipkart

0
This world record of Mahendra Singh Dhoni will always be remembered

This world record of Mahendra Singh Dhoni will always be remembered

0
Aravalli Hill – ‘Illegal mining can cause irreparable damage’: Supreme Court asks for formation of expert committee

Aravalli Hill – ‘Illegal mining can cause irreparable damage’: Supreme Court asks for formation of expert committee

January 21, 2026
Somnath Temple’s 1000 Year Journey

Somnath Temple’s 1000 Year Journey

January 20, 2026
Nabarangpur Girl Banita Das has been Appointed as Asteroid Search Campaign Ambassador by NASA

Nabarangpur Girl Banita Das has been Appointed as Asteroid Search Campaign Ambassador by NASA

January 20, 2026
Leave Iran Now

Leave Iran Now

January 13, 2026

Recent News

Follow Us

Browse by Category

  • 10th
  • 10th
  • 9th Class
  • Business
  • Crime
  • Economy
  • Education
  • Entertainment
  • Fashion
  • Food
  • Gaming
  • Health
  • Lifestyle
  • Math
  • Movie
  • News
  • Odia
  • Politics
  • Review
  • Science
  • Spiritual
  • Sports
  • Travel
  • World

Recent News

Aravalli Hill – ‘Illegal mining can cause irreparable damage’: Supreme Court asks for formation of expert committee

Aravalli Hill – ‘Illegal mining can cause irreparable damage’: Supreme Court asks for formation of expert committee

January 21, 2026
Somnath Temple’s 1000 Year Journey

Somnath Temple’s 1000 Year Journey

January 20, 2026
No Result
View All Result
  • Home
  • Business
  • Politics
  • Sports
  • Entertainment
  • Education
  • Lifestyle
  • Health
  • Live

© 2020. Designed and Developed by WHI Digital Pvt. Ltd..