Thu. Oct 16th, 2025

ଶୀତଦିନେ ଗ୍ଲାସେ ଉଷୁମ ପାଣି ସହିତ ଖାଆନ୍ତୁ ଏହି ଗୁଣ୍ଡ…

1 min read
Spread the love

ସକାଳୁ ଖାଲି ପେଟରେ ଉଷୁମ ପାଣି ସହିତ ଶୁଣ୍ଠି ଗୁଣ୍ଡ ଖାଇଲେ ମିଳିଥାଏ ଅନେକ ସୁଫଳ । ଏହା ମ୍ୟୁକୋଲାଇଟିସ୍‌ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା ଫୁସ୍‌ଫୁସ୍‌ରେ ଜମିଥିବା କଫ ତରଳି ବାହାରି ଯାଇଥାଏ। ଫଳରେ କାଶରୁ ମୁକ୍ତି ମିଳେ। ଆଜ୍‌ମା ରୋଗୀ ସକାଳୁ ଏପରି ନିୟମିତ କଲେ ଏଥିରୁ ମୁକ୍ତି ମିଳେ। ଉଷୁମ ପାଣି ସକାଳୁ ପିଇଲେ ରକ୍ତ ସଞ୍ଚାଳନ ଭଲ ଭାବେ ହୋଇଥାଏ। ଏହାଦ୍ୱାରା ହାର୍ଟ ଆଟାକ୍‌ର ଆଶଙ୍କା ଦୂର ହୁଏ। ଶୁଣ୍ଠି ବଦହଜମୀ, ଏସିଡିଟିରୁ ଦୂରେଇ ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ନିୟମିତ ଏପରି କଲେ ମେଦବହୁଳତା ଆଶଙ୍କା ଦୂର ହୋଇଥାଏ। ସେହିପରି କିଡ୍‌ନୀ ସମସ୍ୟାରୁ ଏହା ଦୂରେଇ ରଖିଥାଏ ।

Copyright © All rights reserved.