ଭତ୍ତା ବଢ଼ିଲା : ମଧୁବାବୁ ପେନସନ୍ ଓ ଜାତୀୟ ସାମାଜିକ ସହାୟତା ହିତାଧିକାରୀ ପାଇବେ ଅଧିକ ୫୦୦ ଟଙ୍କା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ସୁରକ୍ଷା ଯୋଜନା ଅଧୀନସ୍ଥ ସମସ୍ତ ହିତାଧିକାରୀଙ୍କ ମାସିକ ପେନସନ୍ ୫୦୦ଟଙ୍କା ବୃଦ୍ଧି କରିଛନ୍ତି। ଏହାଦ୍ବାରା ମଧୁବାବୁ ପେନସନ୍ ଯୋଜନାର ଓ...
Read more






